www.samajalive.in
Saturday, December 6, 2025
23.1 C
Bhubaneswar

ଓଭର ବ୍ରିଜ ରାସ୍ତାରେ ନିମ୍ନ ମାନର ପଥର ପ୍ୟାଚିଂ, ବିପଦ ସଙ୍କୁଳ ସର୍ଭିସ୍ ରୋଡ

ପାଟଣା: ବହୁ ବିଳମ୍ବରେ ଢେଙ୍କିକୋଟ ଓଭର ବ୍ରିଜ ରାସ୍ତାର ଉଭୟ ପାର୍ଶ୍ଵ ପଥର ପ୍ୟାଚିଂ କାମ ଆରମ୍ଭ ହୋଇଛି। ୨୦ ନଂ ଜାତୀୟ ରାଜପଥ ଅନ୍ତର୍ଗତ ଢେଙ୍କିକୋଟ ଏକ ବ୍ୟସ୍ତ ବହୁଳ ବଜାର ଅଞ୍ଚଳ ହୋଇଥିବା ବେଳେ ଜାତୀୟ ରାଜପଥ କର୍ତ୍ତୃପକ୍ଷ ଓଭର ବ୍ରିଜ ରାସ୍ତାର ପାରିପାର୍ଶ୍ବିକ କାମ ସାରି ନାହାନ୍ତି କି ଓଭର ବ୍ରିଜ ରାସ୍ତା ଆଲୋକିକରଣ କରି ନାହାନ୍ତି। କେବଳ ମାଟି ପଡିଥିବାରୁ ପ୍ରତିବର୍ଷ ବର୍ଷା ଋତୁରେ ଉପରୁ ମାଟି ଖସି ସର୍ଭିସ୍ ରୋଡରେ ଗଦା ହୋଇଥିବା କାରଣରୁ ଛୋଟ ମୋଟ ଦୁର୍ଘଟଣା ଘଟୁଥିବା ଦେଖାଯାଉଥିଲା। ଏବେ ପଥର ପ୍ୟାଚିଂ କାମରେ ମଧ୍ୟ ସମାନ ଅବସ୍ଥା ସୃଷ୍ଟି ହୋଇଥିବାରୁ କର୍ତ୍ତୃପକ୍ଷ ସମସ୍ୟା ସମାଧାନ ପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories