www.samajalive.in
Wednesday, December 10, 2025
23.1 C
Bhubaneswar

ବିଦ୍ୟୁତ ଆଘାତରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ

ପାଟଣା: ସାହାରାପଡା ବ୍ଲକ ଗଣ୍ଡବେଡା ପଞ୍ଚାୟତ ସରପଞ୍ଚ ଚପଳଚାନ୍ଦ ରଣସିଂ ଙ୍କ ପତ୍ନୀ ତଥା ପୂର୍ବତନ ସରପଞ୍ଚ ସେବତୀ ରଣସିଂ (୩୭)ଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି l ପାଇଖାନାରେ ଶୌଚ ପାଇଁ ଯାଇ ସେ ବିଦ୍ୟୁତ ଆଘାତ ପାଇଥିଲେ l ତାଙ୍କ ଝିଅ ବିଦ୍ୟାଳୟରୁ ଫେରିବା ପରେ ପାଇଖାନାରେ ଘଟଣା ଦେଖିବା ପରେ ସେବତୀଙ୍କୁ ଉଦ୍ଧାର କରି କରଞ୍ଜିଆ ଡାକ୍ତରଖାନା ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ଡାକ୍ତରଖାନା ଆସିବା ପୂର୍ବରୁ ମୃତ୍ୟୁ ଘଟିଥିବା ସୂଚନା ଦେଇଥିଲେ।

Hot this week

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

Related Articles

Popular Categories