www.samajalive.in
Sunday, December 14, 2025
17.1 C
Bhubaneswar

ବ୍ଲକ ସ୍ତରୀୟ ଶିକ୍ଷଣ ସାମଗ୍ରୀ ମେଳା

ପାଟଣା: ପାଟଣା ବ୍ଲକ ମୁଖ୍ୟାଳୟ ସ୍ୱାମପାଟଣା ବାଳିକା ଉଚ୍ଚ ବିଦ୍ୟାଳୟ ରେ ଆଜି ପାଟଣା ବ୍ଲକ ସ୍ତରୀୟ ଶିକ୍ଷଣ ସାମଗ୍ରୀ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୫୯ ଟି ବିଦ୍ୟାଳୟ ଯୋଗ ଦେଇଥିଲେ ।ପାର ଦର୍ଶିତା ପ୍ରଦର୍ଶନ କରିଥିବା ୧୦ ଟି ବିଦ୍ୟାଳୟ କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା ।ପୁରସ୍କାର ବିତରଣ ଉତ୍ସଵ ଗୋପୀନାଥ ନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା ।ଏବି ଇଓ ସଚ୍ଚିଦାନନ୍ଦ ସେଠୀ ଙ୍କ ସଂଯୋଜନାରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଇଓ ପୂର୍ଣ୍ଣ ଚନ୍ଦ୍ର ଅମାନ୍ତ ,ଅତିଥିଭାବେ ଏବି ଇଓ ବିଜୟ କୁମାର ଓଝା ଉପସ୍ଥିତ ରହି ପ୍ରମାଣପତ୍ର ପ୍ରଦାନ କରିଥିଲେ ।କାର୍ଯ୍ୟକ୍ରମ କୁ ସନ୍ତୋଷ କୁମାର ନାଏକ,ବିଭୁତି ଭୂଷଣ ପ୍ରଧାନ ,ଯୁଧିଷ୍ଠିର ମହାନ୍ତ, ଚୈତନ୍ୟ ନାଏକ,ଜ୍ୟୋତିର୍ମୟୀ ତ୍ରିପାଠୀ ,ରଞ୍ଜନ କୁମାର ସେଠୀ,ଜ୍ୟୋତିରଞ୍ଜନ ସେଠୀ, ରମେଶ ଚନ୍ଦ୍ର ମହାନ୍ତ ଓ ବେଣୁଧର ସେଠୀ ପରିଚାଳନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories