www.samajalive.in
Saturday, December 6, 2025
26.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ମୃତ

ପାଟଣା : ଘଟଗାଁ ବ୍ଲକ ବାରହାଟିପୁରା – ହରିଚନ୍ଦନପୁର ରାସ୍ତାର ଗୋପୀନାଥପୁର ଛକ ନିକଟରେ ଏକ ବାଇକ  ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ଛୋଟରାୟପୁର ଗ୍ରାମର ଫକୀର ମୋହନ ମୁଣ୍ଡା (୩୭) ଙ୍କର ଘଟଣା ସ୍ଥଳରେ ଶରୀର ରକ୍ତଜୁଡୁବୁଡୁ ଅବସ୍ଥାରେ ପଡ଼ିଥିଲା। ଘଟଣା ସ୍ଥଳରୁ ତାଙ୍କୁ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଉଦ୍ଧାର ପରେ ହରିଚନ୍ଦନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ପରୀକ୍ଷା ପରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।  ଖବର ପାଇ ଘଟଗାଁ ପୁଲିସକୁ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories