www.samajalive.in
Sunday, December 14, 2025
19.1 C
Bhubaneswar

ଦୁର୍ଘଟଣା ଗ୍ରସ୍ତ ଟ୍ରଲର ରେ ଲାଗିଲା ନିଆଁ, ଆୟତ୍ତ କଲା ଅଗ୍ନିଶମ ବାହିନୀ

ପାଟଣା : କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥରର ତୁରୁମୁ୍ଙ୍ଗା ବଜାର ନିକଟରେ ଆଜି ସକାଳେ ଏକ ଟ୍ରଲର ରାସ୍ତା ପାର୍ଶ୍ବରେ ଥିବା ଏକ ଜଳଖିଆ ଦୋକାନ ଓ ଏକ ମୁଢ଼ି ଦୋକାନ ଧକ୍କା ଦେଇଥିଲା। ଟ୍ରଲରଟି ସେଠାରେ ଦୁର୍ଘଟଣା ଘଟାଇ ରହିଥିବା ବେଳେ ଆଜି ସନ୍ଧ୍ୟାରେ ଟ୍ରଲରରେ ନିଆଁ ଲାଗି ଯାଇଥିଲା। ସ୍ଥାନୀୟ ଲୋକେ ଟ୍ରଲରରେ ନିଆଁ ଲାଗି ଥିବା ଦେଖି ପାଟଣା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ସଠିକ୍ ସମୟରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିିଛି।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories