www.samajalive.in
Friday, December 5, 2025
20.1 C
Bhubaneswar

ସିୱାଇଏସଡି ପରିସରରୁ ବିରାଟ ରଣା ସାପ ଉଦ୍ଧାର

ପାଟଣା : ପାଟଣା ବନ ବିଭାଗ ଦ୍ଵାରା ବିରାଟ ରଣା ସାପ ଉଦ୍ଧାର ହୋଇଛି । ଏହି ସାପଟି ସାହାରପଡା ବ୍ଲକ ଅନ୍ତର୍ଗତ କପୁଣ୍ଡି ଗ୍ରାମ ପଞ୍ଚାୟତ ସିୱାଇଏସଡି କାର୍ଯ୍ୟାଳୟ ପରିସରରେ ଗତକାଲି ରାତି ପ୍ରାୟ ସାଢ଼େ ୧୦ ମଧ୍ୟରେ ଦେଖିବାକୁ ମିଳିଥିଲା । ଏହାପରେ କାର୍ଯ୍ୟାଳୟ କତୃପକ୍ଷ ବନବିଭାଗକୁ ଖବର ଦେଇଥିଲେ । ଖବର ପାଇବା ପରେ ବନାଞ୍ଚଳ ଅଧିକାରୀ ବନ ବିହାରୀ ସର୍ଦ୍ଦାରଙ୍କ ନିର୍ଦ୍ଦେଶ କ୍ରମେ ବନ କର୍ମଚାରୀ ଅଟଳ ବିହାରୀ ସେଠୀ, ଏମ.ଡି ୱାସିମ, ଭାସ୍କର ନାୟକ ଘଟଣା ସ୍ଥଳକୁ ଯାଇ ସାପଟିକୁ ଉଦ୍ଧାର କରିବା ସହ ଗାଡିରେ ନେଇ ପାଟଣା ବ୍ଲକ ଅଞ୍ଚଳ ଅଟେଇ ସଂରକ୍ଷିତ ଜଙ୍ଗଲରେ ଛାଡିଥିବା ପାଟଣା ବନାଞ୍ଚଳ ଅଧିକାରୀ ସୂଚନା ଦେଇଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories