www.samajalive.in
Thursday, December 11, 2025
23.1 C
Bhubaneswar

ସିରିଜ ବାଇକ୍ ଦୁର୍ଘଟଣା ଗ୍ରସ୍ତ, ୪ ଗୁରୁତର 

ପାଟଣା : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଗମ୍ଭାରିଆ ନିକଟରେ ଆଜି ଏକ ବାଇକ୍ ଲଗାତାର ତିନୋଟି ବାଇକକୁ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଅବସ୍ଥାରେ ଉଦ୍ଧାର କରାଯାଇ ୧୦୮ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ ଏକ ବାଇକ୍ ଦୃତଗତିରେ କେନ୍ଦୁଝର ରୁ ପାଟଣା ଅଭିମୁଖେ ଆସୁଥିବାବେଳେ ବିପରୀତ ଦିଗରୁ କେନ୍ଦୁଝର ଆଡ଼କୁ ଯାଉଥିବା ୩ ଟି ବାଇକ୍ କୁ ସେହି ବାଇକ୍ ଟି ଧକ୍କା ଦେଇଥିଲା। ଦୁର୍ଘଟଣା ରେ ସମସ୍ତ ଙ୍କ ଅବସ୍ଥା ଗୁରୁତର ରହିଛି।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories