www.samajalive.in
Tuesday, December 9, 2025
16.1 C
Bhubaneswar

ବଜ୍ରପାତରେ ମହିଳା ଗୁରୁତର

ପାଟଣା : ପାଟଣା ଥାନା ଅନ୍ତର୍ଗତ ଏରେଣ୍ଡେଇ ପଞ୍ଚାୟତ ବାଇଦବଜା ଗ୍ରାମର ଜଣେ ମହିଳା ନିଜ ଘରେ ଥିବା ବେଳେ ହଠାତ ବଜ୍ରପାତ ହେବାରୁ ଗୁରୁତର ହୋଇଛନ୍ତି।ବଜ୍ରପାତରେ ଗୁରୁତର ହୋଇଥିବା ବାଇଦବଜା ଗ୍ରାମର ସୋମବାରୀ ମୁଣ୍ଡା(୫୦) ବୋଲି ଜଣାପଡିଛି। ମହିଳା ଜଣଙ୍କ ତାଙ୍କ ଘରେ ଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା। ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରି ପାଟଣା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories