www.samajalive.in
Friday, December 5, 2025
20.1 C
Bhubaneswar

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ତୁଣ୍ଡି ବଣ୍ଟନ ଓ ଚାରା ରୋପଣ କାର୍ଯ୍ୟକ୍ରମ କଲେ ପାଟଣା ବିଧାୟକ

ପାଟଣା : ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାହାରପଡା ବ୍ଲକ ଉଦୟପୁର ଗ୍ରାମରେ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଉଦୟପୁର ପଞ୍ଚାୟତ ଅନ୍ତର୍ଗତ ଉଦୟପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଚାରା ରୋପଣ ଓ ମହୁଦୀପା ଗ୍ରାମରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ତୁଣ୍ଡି ବଣ୍ଟନ ଓ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
କାର୍ଯ୍ୟକ୍ରମରେ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ସହ ଛାତ୍ର ବିଜେଡି ଜିଲ୍ଲା ସଭାପତି ଅବିନାଶ ପଟ୍ଟନାୟକ,ରାଜ୍ୟ ଛାତ୍ର ବିଜେଡ଼ି ସାଧାରଣ ସମ୍ପାଦକ ସୌମ୍ୟ ରଞ୍ଜନ ରାଉତ, ଛାତ୍ର ବିଜେଡି ଜିଲ୍ଲା ଉପ ସଭାପତି ବିପ୍ଳବ କୁମାର ପୃଷ୍ଟି,ଜିଲ୍ଲା ବିଜୁ କୃଷକ ଜନତା ଦଳ ସଭାପତି ଦୀପକ ରାଜ,ଜିଲ୍ଲା ଯୁବ ବିଜେଡି ସାଧାରଣ ସମ୍ପାଦକ ହିମାଂଶୁ ବେହେରା, ସାହାରପଡା ବ୍ଲକ ଉପଧକ୍ଷା କିରଣ ବାଳା ସିଂହ,ବ୍ଲକ ଛାତ୍ର ବିଜେଡି ସଭାପତି ପ୍ରଣବ ପହି, ବ୍ଲକ ଯୁବ ବିଜେଡି ସଭାପତି ସତ୍ୟ ନାରାୟଣ ପଣ୍ଡା ଛାତ୍ର ନେତା ଅଂଶୁମାନ ଚକ୍ରବର୍ତ୍ତୀ, ଜୟ ରାଥୋଡ଼, ଅନ୍ତର୍ଯ୍ୟାମୀ ପ୍ରଧାନ, ମିହୀରସେନ ନାଏକ ଏବଂ ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ମହାପାତ୍ର,ପୁରଷୋତମ ରାଜ, ଦିଲ୍ଲୀପ ସାହୁ ପ୍ରମୁଖ ଦଳୀୟ ନେତା ଯୋଗ ଦେଇ କାର୍ଯ୍ୟକ୍ରମ ରେ ସକ୍ରିୟ ସହଯୋଗ କରିଥିଲେ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories