www.samajalive.in
Saturday, December 6, 2025
26.1 C
Bhubaneswar

ହରିଣକୁ ଉଦ୍ଧାର କରି ସଂରକ୍ଷିତ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ପାଟଣା : କେନ୍ଦୁଝର ଜିଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ସାହାରପଡା ବ୍ଲକ ଓସ୍ତଯୋଡି ଗ୍ରାମକୁ ଆଜି ସକାଳେ ଏକ ହରିଣ ପଶି ଆସିଥିବା ବେଳେ ଲୋକେ ହରିଣଟିକୁ ଗୋଡାଇବାରୁ ହରିଣଟି ବଗିଚାରେ ଥିବା ଏକ ଘର ଭିତରେ ପଶି ଯାଇଥିଲା। ଏନେଇ ଘଟଣା ସମ୍ପର୍କରେ ବନ ବିଭାଗ ଖବର ପାଇବା ପରେ ପାଟଣା ରେଞ୍ଜର ପବିତ୍ର ମୋହନ ନାଏକ, ସାହାରପଡା ବନପାଳ ସୁକୁମାର ଜେନା ପ୍ରମୁଖ ଓସ୍ତଯୋଡି ଗ୍ରାମକୁ ଯାଇ ହରିଣଟିକୁ ଉଦ୍ଧାର କରିଛନ୍ତି। ଉଦ୍ଧାର ହରିଣଟି ସମ୍ପୂର୍ଣ୍ଣ ସୁସ୍ଥ ଥିବାରୁ ତାକୁ ଖାଦ୍ୟ ଓ ପାନୀୟ ଦେବା ପରେ ବନ ବିଭାଗ ସାହାରପଡା ଓ ଠାକୁରମୁଣ୍ଡା ସୀମାନ୍ତ ସଂରକ୍ଷିତ ଜଙ୍ଗଲରେ ଛାଡି ଦେଇଥିବା ଜଣାପଡ଼ିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories