www.samajalive.in
Monday, December 15, 2025
15.1 C
Bhubaneswar

ସାଂସଦଙ୍କୁ ଭେଟି ଦାବି ଜଣାଇଲା ପାଟଣା-ସାହାରପଡା ବିକାଶ ପରିଷଦ ପ୍ରତିନିଧି ଦଳ

ପାଟଣା : ପାଟଣାକୁ ଉପଖଣ୍ଡ ମାନ୍ୟତା ଦାବି ଜୋର ଧରିଥିବା ବେଳେ ବୁଧବାର ଏହି ଦାବି ନେଇ ପାଟଣା ସାହାରପଡା ବିକାଶ ପରିଷଦର ୫ ଜଣିଆ ପ୍ରତିନିଧି ଦଳ କେନ୍ଦୁଝର ସାଂସଦ ଅନନ୍ତ ନାଏକଙ୍କୁ ଭେଟି ଦାବି ସମ୍ବନ୍ଧୀୟ ପତ୍ର ପ୍ରଦାନ କରିଛନ୍ତି। ଏହି ପ୍ରତିନିଧି ମଣ୍ଡଳୀରେ ସର୍ବଶ୍ରୀ ଅଜୟ କୁମାର ଦାଶ, ଯୁଗଳ କିଶୋର ଦାଶ, ଲକ୍ଷ୍ମଣ କୁମାର ଦାଶ, ସରୋଜ କୁମାର ମିଶ୍ର ଓ ଦୁର୍ଗାଚରଣ ନାୟକ ପ୍ରମୁଖ ସାମିଲ ଥିଲେ। ସାଂସଦ ଶ୍ରୀ ନାଏକ ଦାବିପତ୍ର ଗ୍ରହଣ କରି ସେ ତାଙ୍କ ତରଫରୁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲି ପ୍ରତିନିଧି ଦଳକୁ ପ୍ରତିଶ୍ରୁତି ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories