www.samajalive.in
Sunday, December 14, 2025
26.1 C
Bhubaneswar

ସାପ କାମୁଡ଼ାରେ ଶ୍ରମିକଙ୍କ ମୃତ୍ୟୁ

ପାଟଣା : କେନ୍ଦୁଝର ଜିଲା ସାହାରପଡା ବ୍ଲକ ପଇତାମଜା ଠାରେ ଥିବା ପାୱାର ଏଗ୍ରୋ  ଅଣ୍ଡା ଉତ୍ପାଦ ଫାର୍ମରେ ସାପ କାମୁଡାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି ମୃତକ ହେଲେ ସଦର ଥାନା କୁସୁମୂଳା ଗ୍ରାମର ମଙ୍ଗଲ ନାଏକ ଙ୍କ ପୁଅ ନବଦୀପ ନାଏକ (୩୨) । ସୂଚନା ଅନୁସାରେ ଶୁକ୍ରବାର  ବିଳମ୍ବିତ ରାତିରେ ସେ ଅନ୍ୟ ସାଥିଙ୍କ ସହ ଫାର୍ମ ଭିତରେ ଥିବା କ୍ବାଟରରେ ଶୋଇଥିବା ସମୟ ରେ ଏକ ବିଷଧର ସାପ ତାଙ୍କୁ କାମୁଡ଼ିଦେଇ ଥିଲା ।ଘଟଣା ଜଣା ପଡିବା ପରେ ସହକର୍ମୀ ମାନେ ତାଙ୍କୁ ଗୁରୁତର ଅବସ୍ଥାରେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ରେ ଭର୍ତ୍ତୀ କରିଥିଲେ । ସେଠାରେ   ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜଣାପଡିଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories