www.samajalive.in
Saturday, December 6, 2025
19.1 C
Bhubaneswar

ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ପାତ୍ରପୁର: ପାତ୍ରପୁର ବ୍ଳକ ଆନ୍ଧ୍ର ସୀମାନ୍ତ ଗୁଡିପଦର ପଞ୍ଚାୟତ ବଳରାମ ପୁର ଛକନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଜରଡା ପୁଲିସ ଉଦ୍ଧାର କରିଛି। ମୃତବ୍ୟକ୍ତିଙ୍କ ଆନୁମାନିକ ବୟସ ୫୫ ବର୍ଷ ବୋଲି ବୋଲି ଅନୁମାନ କରାଯାଉଛି। ଆଜି ସକାଳେ ଜାତୀୟ ରାଜପଥ ୧୬ନମ୍ବର  ବଳରାମ ପୁର ଛକ ଠାରୁ ପ୍ରାୟ ୬୦୦ମିଟର ଦୂରରେ ଏକ ମୃତ ଦେହ ପଡିଥିବା ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଥିଲା। ତେବେ ମୃତ ବ୍ୟକ୍ତିଙ୍କ ଦେହରେ ବିଭିନ୍ନସ୍ଥାନରେ କ୍ଷତ ହୋଇ ଥିବା ବେଳେ କୌଣସି ଅଜଣା ଗାଡି ଧକ୍କା ଦେଇ ଥିବା ପୁଲିସ ଅନୁମାନ କରି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇ ଥିବା ବେଳେ ଏସଆଇ ମେଦିନି ସ୍ୱର କହଁର ଘଟଣାର ତଦନ୍ତ କରୁଛନ୍ତି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories