www.samajalive.in
Saturday, December 13, 2025
26.1 C
Bhubaneswar

ସାପ କମୁଡାରେ ଜଣେ ମୃତ

ପାତ୍ରପୁର: ପାତ୍ରପୁର ବ୍ଲକ୍ ବାଦପୁର ପଞ୍ଚାୟତ ଅନ୍ତର୍ଗତ ହଳଦିଆପଦର ଗ୍ରାମର ଡି. ଲବଦାସଙ୍କୁ ସୋମବାର ରାତିରେ ସାପ କାମୁଡି ଦେଇଥିଲା। ତାଙ୍କୁ ତୁରନ୍ତ ବ୍ରହ୍ମପୁର ଏମକେସିଜିରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

ମିଳିଥିବା ସୂଚନା ପ୍ରକାରେ ଡି. ଲବଦାସଙ୍କୁ ସୋମବାର ରାତିରେ ସାପ କାମୁଡିଥିଲା। ପ୍ରଥମେ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଇଥିବା ବେଳେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ଏମକେସିଜି ସ୍ଥାନାନ୍ତର କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories