www.samajalive.in
Sunday, December 14, 2025
23.1 C
Bhubaneswar

ବାଇକ୍ ସହିତ ପିକଅପ ଧକ୍କାରେ ଜଣେ ମୃତ

ପାତ୍ରପୁର: ଜରଡା ଥାନା ପାତ୍ରପୁର ବ୍ଳକ ଜୟନ୍ତୀ ପୁର ଗ୍ରାମରେ ଏକ ବାଇକ୍ ସହିତ ପିକଅପ୍ ଧକ୍କା ଦେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଜୟନ୍ତୀ ପୁର ଗ୍ରାମ ଗଣପତି ରାଉଳ ୪୦ବର୍ଷ ବୋଲି ସୂଚନା ମିଳିଛି। ଗଣପତି ଏକ ବାଇକ୍ ଯୋଗେ ଗ୍ରାମ ବସଷ୍ଟାଣ୍ଡ ଆଡ଼କୁ ଆସୁଥିବା ବେଳେ ବିପରୀତ ଦିଗରୁ ଗ୍ରାମର ଜଣେ ବ୍ୟକ୍ତିଙ୍କ ପିକଅପ କେଶରୀ ପଡା ପଟକୁ ଯାଉଥିଲା। ହଠାତ ଦୁଇ ଗାଡ଼ି ମଧ୍ୟରେ ଧକ୍କା ହେବା ଫଳରେ ଗଣପତି ଚକତଳେ ପଡ଼ିଯାଇଥିଲେ ଏବଂ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ଜଣେ ବାଇକ୍ ଆରୋହୀ  ଛିଟିକି  ପଡି ଆହତ ହୋଇ ଥିଲେ। ଜରଡା ପୁଲିସ ଖବର ପାଇ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଛି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories