www.samajalive.in
Sunday, December 14, 2025
23.1 C
Bhubaneswar

ବଜ୍ରପାତରେ ଦୁଇ ମୃତ

ପାତ୍ରପୁର: ପାତ୍ରପୁର ବ୍ଲକ ପଦାଦିଗି ପଞ୍ଚାୟତ ନାରାୟଣପୁର ଗ୍ରାମରେ ବଜ୍ରପାତରେ ଦୁଇ ମଇଁଷି ଜଗୁଆଳିଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ଵୟ ହେଲେ ସାକିଲି କନିଆରି(୫୫) ଓ ଭବେଶ କନିଆରି(୧୭)। ଉଭୟେ ଗ୍ରାମର ଅନତି ଦୂର ବଗି ନଦୀ ନିକଟରେ ଗାଈ ମଇଁଷି ଗୋଠ ଧରି ଚରାଇବାକୁ ଯାଇଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ଦୁହିଁଙ୍କ ଜୀବନ ଚାଲିଯିବା ସହ ଗୋଟିଏ ମଇଁଷିର ମୃତ୍ୟୁ ଘଟିଛି। ଖବର ପାଇ ସ୍ଥାନୀୟ ଲୋକ ପହଞ୍ଚି ଦୁହିଁଙ୍କୁ ପାତ୍ରପୁର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories