www.samajalive.in
Friday, December 5, 2025
20.1 C
Bhubaneswar

ଶ୍ମଶାନରେ ଔଷଧୀୟ ବୃକ୍ଷରୋପଣ କଲେ ପୂର୍ବତନ ବାଚସ୍ପତି

ପାତ୍ରପୁର: ସାମନ୍ତିଆପଲ୍ଲୀ ରେଞ୍ଜ ବମକେଇ ଗ୍ରାମ ତାଳବନ୍ଦ ଶ୍ମଶାନ ନିକଟରେ ଔଷଧୀୟ ବୃକ୍ଷରୋପଣ କରାଯାଇଛି। ପତ୍ନୀଙ୍କ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ପୂର୍ବତନ ବାଚସ୍ପତି ଚିନ୍ତାମଣି ଦ୍ୟାନ ସାମନ୍ତରା ଯୋଗଦେଇ ଔଷଧୀୟ ବୃକ୍ଷରୋପଣ କରିବାସହ ପୃଥିବୀରେ ଦେଖାଦେଇଥିବା ବାୟୁମଣ୍ଡଳର ପରିବର୍ତ୍ତନକୁ ଦେଖି ପ୍ରତ୍ୟେକ ବ୍ୟକ୍ତି ନିୟମିତ ବୃକ୍ଷରୋପଣ କରିବାକୁ ପରାମର୍ଶ ଦେଇଥିଲେ। ବେଲ, ଓଶ୍ଵସ୍ତ, କଦମ୍ବ, ନିମ୍ବ, ଅଶୋକ, ଚନ୍ଦନ, ପିଆଶାଳ ପ୍ରଭୃତି କିସମର ଔଷଧୀୟ ବୃକ୍ଷରୋପଣ କରାଯାଇଛି। କାର୍ଯ୍ୟକ୍ରମରେ ଫରେଷ୍ଟର ଅବିନାଶ ଚୌଧୁରୀ, ପୂର୍ବତନ ସରପଞ୍ଚ ପ୍ରସନ୍ନ କୁମାର ପ୍ରଧାନ, ସମାଜସେବୀ କିଶୋର କୁମାର ସାହୁଙ୍କ ସମେତ ବହୁ ବ୍ୟକ୍ତି ଉପସ୍ଥିତ ଥିଲେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories