www.samajalive.in
Sunday, December 7, 2025
15.1 C
Bhubaneswar

ଚେ।ରା ଦେଶୀ ମଦ ଜବତ ; ଜଣେ ଗିରଫ

ପାତ୍ରପୁର : ଜରଡ। ଥାନା ଖାରିଆଗୁଡା ଫାଣ୍ଡି ପୁଲିସ ଗତରାତ୍ର ବାଇକ ଯୋଗେ ଚାଲାଣ ହେଉଥିବା ୧୦୦ଲିଟର ଦେଶୀ ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଗିରଫ ଯୁବକ ହେଲେ ଦୁଃଖିସ୍ୟାମ ଶବର। ଗତରାତ୍ର ପାହାଡ଼ ତଳ ହରିପୁର ଗ୍ରାମରୁ ବାଇକ ଯୋଗେ ସୁରଙ୍ଗୀ ଅଞ୍ଚଳକୁ ଦ୍ରୁତଗତିରେ ମଦ ଧରି ଯାଉଥିବା ବେଳେ ପୁଲିସ ପିଛା କରି ତାଳପଡା ଗ୍ରାମ ନିକଟରେ କାବୁ କରିଥିଲେ। ଯୁବକଙ୍କ ପାଖରୁ ଶହେ ଲିଟର ଦେଶୀ ମଦ ସହିତ ବାଇକ ଜବତ କରିଥିଲେ। ଆଜି ଦୁଃଖିସ୍ୟାମ ଶବରକୁ କୋର୍ଟ ଚାଲାଣ କରିଥିବା ଫାଣ୍ଡି ଅଧିକାରୀ ପ୍ରଫୁଲ୍ଲଚନ୍ଦ୍ର ଶତପଥି ସୂଚନା ଦେଇଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories