www.samajalive.in
Sunday, December 14, 2025
26.1 C
Bhubaneswar

ମାଟି ଅତଡା ଧସି ୨୦ଆଦିବାସୀ ଗ୍ରାମକୁ ଯାତାୟତ ବନ୍ଦ

ପାତ୍ରପୁର: ସାମୁଦ୍ରିକ ଝଡ ମନ୍ଥା ପ୍ରଭାବରେ ଗଞ୍ଜାମ ଜିଲାର ପାତ୍ରପୁର ବ୍ଲକ୍ ରେ ଜିଲ୍ଲାର ସର୍ବାଧିକ ବୃଷ୍ଟି ରେକଡ୍ ହୋଇଛି। ବର୍ଷା ଫଳରେ ଦୁର୍ଗମ ପାହାଡ ଅଞ୍ଚଳରେ ଆଦିବାସୀ କରିଥିବା ବିଭିନ୍ନ ଫସଲ ମାଟିରେ ଅତଡାରେ ନଷ୍ଟ ହେବା ଆଶଙ୍କା ଦେଖା ଦେଇଛି। ଗତକାଲି ରାତିରେ ପ୍ରବଳ ବର୍ଷା ଫଳରେ ପାହାଡ ତଳ ତାଡ଼କା ସାହି ଠାରୁ ଆଙ୍କୁଲି ରାସ୍ତାର ତିତିରିସିଙ୍ଗୀ ଗ୍ରାମ ନିକଟ ରାଇ ପାଟ ନିକଟରେ ମାଟି ଅତଡା ଖସି ପଡିଛି।

ଫଳରେ ପାହାଡ ଉପରେ ଥିବା ଆଙ୍କୁଲି ବୁରାତଲା ପଂଚାୟତର କୋଡ଼ିଏରୁ ଉର୍ଦ୍ଧ ଗ୍ରାମର ଯାତାୟତ ବନ୍ଦ ହୋଇଯାଇଛି। ଗତକାଲି ଏହି ରାସ୍ତା ଚରିଆ ବାଡ୍ ଘାଟିରେ ଗଛ ସହିତ ପଥର ପଡ଼ିଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ତୁରନ୍ତ ରାସ୍ତା ସଫା କରିଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories