www.samajalive.in
Monday, December 8, 2025
20.1 C
Bhubaneswar

ପାନ ଦୋକାନରେ ଜଳିଗଲେ ମହିଳା

ପଟ୍ଟାମୁଣ୍ଡାଇ: ବକ୍ତରପୁର ଛକରେ ଥିବା ପାନ ଦୋକାନରେ ନିଆଁ ଲାଗି ଯିବାରୁ ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିଳିଛି। ଧୂପରୁ ନିଆଁ ଲାଗି ଥିବା ସନ୍ଦେହ କରାଯାଉଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ପାନ ଦୋକାନରେ ପେଟ୍ରୋଲ ମଧ୍ୟ ବିକ୍ରି ହେଉଥିବା ଜାଣିବାକୁ ପାଇଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories