www.samajalive.in
Sunday, December 7, 2025
26.1 C
Bhubaneswar

ପିସିସି ପକ୍ଷରୁ ଡ. ଆମ୍ବେଦକରଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଆଜି ଭାରତ ରତ୍ନ ଡ. ବି.ଆର. ଅମ୍ବେଦକରଙ୍କ ୬୪ତମ ଶ୍ରାଦ୍ଧ ଦିବସ କଂଗ୍ରେସ ଭବନଠାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ କଂଗ୍ରେସ ପ୍ରଭାରୀ ଡ. ଏ. ଚେଲାକୁମାର, ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ, ଏଆଇସିସି ସଂପାଦକ ଶ୍ରୀ ରୁଦ୍ର ରାଜୁଙ୍କ ସମେତ ବହୁ କଂଗ୍ରେସ ନେତା ଏଜି ଛକ ସ୍ଥିତ ଡ. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ଭବନଠାରେ ପିସିସି ପକ୍ଷରୁ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହି
କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଜୟଦେବ ଜେନା, ରାମଚନ୍ଦ୍ର ଖୁଣ୍ଟିଆ, ଶରତ ପଟ୍ଟନାୟକ, ଅନନ୍ତ ପ୍ରସାଦ ସେଠୀ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ସଂଗ୍ରାମ କେଶରୀ ଜେନା, ହଳଧର ସେଠୀ, ଜର୍ଜ ତୀର୍କୀ, ଚିନ୍ମୟ ସୁନ୍ଦର ଦାସ, ମନୋରଞ୍ଜନ ଦାଶ, ନବଜ୍ୟୋତି ପଟ୍ଟନାୟକ, ବାଙ୍କନିଧି ବେହେରା, ପଦ୍ମାକର ଗୁରୁ, ଦୀପକ ମହାପାତ୍ର, ଦେଓ ପ୍ରସାଦ, ନାସିର ଅହମ୍ମଦ, ମାନସ ଆଚାର୍ଯ୍ୟ, ଲିଙ୍ଗରାଜ ସାହୁ, ଜ୍ୟୋତିଷ ସାହୁ, ରଶ୍ମି ମହାପାତ୍ର, ବିସ୍ମୟ ମହାପାତ୍ର, ତରୁଣ ମିଶ୍ର, ସଂକୁନା କହଁର, ରାଜକିଶୋର ବାରିକ, ଦେବେନ୍ଦ୍ର ଦାସ, କନକ ଲତା ମଲ୍ଲିକ, ସଂଜୟ ମିଶ୍ର, ଭାସ୍କର ସେଠୀ, ତାପସ ସେଠୀ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories