www.samajalive.in
Friday, December 5, 2025
20.1 C
Bhubaneswar

ପିସିଆର ଡ଼୍ରାଇଭରକୁ କରୋନା; ଥାନା ଫାଟକ ବନ୍ଦ

ଝାରସୁଗୁଡ଼ା ଥାନା ପିସିଆର ଚାଳକ କରୋନା ସଂକ୍ରମିତ ହେବା ପରେ । ଝାରସୁଗୁଡ଼ା ଥାନାର ଆଗ ପଛ ସବୁ ଫାଟକ ବନ୍ଦ କରି ଦିଆଯାଇଛି । ସମସ୍ତ ପୋଲିସ କର୍ମଚାରୀଙ୍କୁ ସ୍ୱାବ ପରୀକ୍ଷା କରିବା ପାଇଁ ପରାମର୍ଶ ଦିଆଯାଇଛି । ସୂଚନାଯୋଗ୍ୟ ଯେ, ଥାନାରେ ଭିଡ କମ କରିବା ପାଇଁ ବହୁ ଆଗରୁ ହିଁ ଥାନାର ମୁଖ୍ୟ ଫାଟ କୁ ବନ୍ଦ କରିଦିଆଯାଇଥିଲା । କୌଣସି ଅଭିଯୋଗ ପାଇଁ ଲୋକେ ପଛପଟ ଫାଟକ ଦେଇ ଥାନା ଭିତରକୁ ଯାଉଥିଲେ ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories