www.samajalive.in
Saturday, December 6, 2025
23.1 C
Bhubaneswar

ବାଦାମ ବରଫି

ବଟର – ୨ ରୁ ୪ ଚାମଚ
ତରଳ ଗୁଡ଼ – ୧କପ
ଲୁଣ – ସାମାନ୍ୟ
କଟା ବାଦାମ – ୧କପ
ଗୋଲାପ ଫୁଲର ପାଖୁଡ଼ା – ୧କପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସରେ ଏକ କଡ଼େଇ ବସାଇ ବଟର ଗରମ କରନ୍ତୁ। ଏଥିରେ ଗୁଡ଼ ସାମାନ୍ୟ ଲୁଣ ପକାଇ ଏହାକୁ ଭଲ ଭାବେ ଗୋଳାଇ ଦିଅନ୍ତୁ। ଗ୍ୟାସରୁ ଓହ୍ଲାଇ ଏଥିରେ ବାଦାମ ଓ ଗୋଲାପ ପାଖୁଡ଼ା ପକାଇ ପୁଣି ଭଲ ଭାବେ ଗୋଳାଇ ମିଶାନ୍ତୁ। ଏବେ ଏକ ସମାନ ଥାଳିରେ ଅଳ୍ପ ଘିଅ ଲଗାଇ ଏହାକୁ କାଢି ଥଣ୍ଡା କରନ୍ତୁ। ଥଣ୍ଡା ହେବା ପରେ ଛୁରୀ ସାହାଯ୍ୟରେ ଚାରି କଣିଆ ଆକୃତିର କାଟି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ବାଦାମ ବରଫି ।

Hot this week

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

Related Articles

Popular Categories