www.samajalive.in
Sunday, December 14, 2025
26.1 C
Bhubaneswar

ଭାରତରେ ପ୍ରଥମ ଜନ୍ମିତ ପେଙ୍ଗୁଇନ୍‌ ମୃତ

ମୁମ୍ବଇ : ଭାରତରେ ତଥା ମୁମ୍ବଇର ବାଇକୁଲା ଚିଡିଆଖାନାରେ ପ୍ରଥମ କରି ଜନ୍ମ ହୋଇଥିବା ହମବୋଲ୍ଟ ପ୍ରଜାତିର ପେଙ୍ଗୁଇନ ଛୁଆଟି ଶୁକ୍ରବାର ମରିଯାଇଛି। ଦକ୍ଷିଣ ଆମେରିକୀୟ ପ୍ରଜାତିର ପେଙ୍ଗୁଇନଟି ଅଗଷ୍ଟ ୧୫ ସ୍ୱାଧୀନତା ଦିବସ ଅବସରରେ ଜନ୍ମ ହୋଇଥିଲା। ତେବେ ଜନ୍ମ ସମୟରେ ପକ୍ଷୀଟି ଶରୀରରେ କେତେକ ବ୍ୟତିକ୍ରମ ଦେଖାଯାଇଥିଲା। ଡାକ୍ତରଙ୍କ ସମସ୍ତ ପ୍ରକାର ଉଦ୍ୟମ ସତ୍ତ୍ବେ ପକ୍ଷୀଟିକୁ ବଞ୍ଚାଇବା କଷ୍ଟକର ହୋଇଥିଲା।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories