www.samajalive.in
Sunday, December 14, 2025
14.1 C
Bhubaneswar

ଦିଲ୍ଲୀ ସମେତ ଉତ୍ତର-ଭାରତର ବିଭିନ୍ନ ସ୍ଥାନରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୫

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତ ବିଭିନ୍ନ ସ୍ଥାନରେ ଭୂମିକମ୍ପ ଝଟକା ଅନୂଭୂତ ହୋଇଛି। ଦୀର୍ଘ ସମୟ ଧରି ଭୂମିକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି। ଭୂମିକମ୍ପ ଲାଗି ରହିବାରୁ ରାଜଧାନୀ ଦିଲ୍ଲୀରେ ଲୋକେ ଘରୁ ବାହାରି ଆସିଥିଲେ। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୫ ଥିବା ଜଣାପଡ଼ିଛି। ଦିଲ୍ଲୀର ଶକରପୁରରେ ଥିବା ଏକ ବିଲ୍ଡିଂ ନଇଁ ପଡ଼ିଥିବା ସୂଚନା ମିଳିଛି। ପଞ୍ଜାବ, ଉତ୍ତରାଖଣ୍ଡ, ଓ ଜମ୍ମୁକଶ୍ମିମରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଭାରତ ସହିତ ଆଫଗାନିସ୍ତାନ ଓ ପାକିସ୍ତାନରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ଆଫଗାନିସ୍ତାନର ଫୈଜାବାଦ ଥିଲା ଭୂକମ୍ପର କେନ୍ଦ୍ର। ରିକ୍ସର ସ୍କେଲରେ ଭୂକମ୍ପର ତୀବ୍ରତା ୬.୬ ରହିଥିବା ଜଣାପଡ଼ିଛି।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories