ଦେଖନ୍ତୁ ଭିଡିଓ ; ପେରୁରେ ଶକ୍ତିଶାଳୀ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଦକ୍ଷିଣ ପେରୁରେ ଶୁକ୍ରବାର ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ୨୮ କିଲୋମିଟର ଗଭୀର ସହ ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୨ ରେକର୍ଡ କରାଯାଇଛି। ଅନେକ ସମୟ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା ବୋଲି ସ୍ଥାନୀୟ ଲୋକେ କହିଛନ୍ତି। କିଛି ସ୍ଥାନରେ ଝଟକା ସମୟରେ ସିସିଟିଭି ଦୃଶ୍ୟ ମଧ୍ୟ କଏଦ ହୋଇଛି। ଭୂକମ୍ପ ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ। CCTV captured … Continue reading ଦେଖନ୍ତୁ ଭିଡିଓ ; ପେରୁରେ ଶକ୍ତିଶାଳୀ ଭୂକମ୍ପ ଝଟକା