www.samajalive.in
Sunday, December 7, 2025
26.1 C
Bhubaneswar

ସବୁ ଭୋଟକୁ ଭିଭିପାଟ ସ୍ଲିପ ସହ ମିଳାଇବା ପାଇଁ ସାନି ଆବେଦନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ: ନିର୍ବାଚନରେ ସ୍ବଚ୍ଛତା ଆଣିବା ଲାଗି ଆସନ୍ତା ୨୩ ତାରିଖରେ ଭୋଟ ଗଣତି ସମୟରେ ଇଭିଏମର ଭୋଟଗୁଡ଼ିକ ସହିତ ସମସ୍ତ ଭିଭିପାଟ୍‌ ସ୍ଲିପକୁ ମିଳାଇବା ପାଇଁ ହୋଇଥିବା ଏକ ଆବେଦନକୁ ସୁପ୍ରିମକୋର୍ଟ ମଙ୍ଗଳବାର ଖାରଜ କରିଦେଇଛନ୍ତି। ସୁପ୍ରିମକୋର୍ଟ ଏହି ପିଟିଶନକୁ ବିରକ୍ତିକର ବୋଲି କହିଛନ୍ତି। ବାରମ୍ବାର ଏଭଳି ଆବେଦନ ଉପରେ କୋର୍ଟ ଶୁଣାଣି କରିପାରି​‌ବେ ନାହିଁ। ନିଜ ପ୍ରତିନିଧିଙ୍କୁ ଚୟନ କରୁଥିବା ଲୋକଙ୍କ ରାସ୍ତାରେ କୋର୍ଟ ଆସିପାରିବେ ନାହିଁ। ଦେଶକୁ ତା’ର ସରକାର ନିର୍ବାଚିତ କରିବାକୁ ଦିଆଯାଉ ବୋଲି ଜଷ୍ଟିସ ଅରୁଣ ମିଶ୍ରଙ୍କ ଖଣ୍ଡପୀଠ କହିଛନ୍ତି।

ସୂଚନାଯୋଗ୍ୟ, ଚେନ୍ନାଇସ୍ଥିତ ‘ଟେକ୍‌ ଫର ଅଲ’ ନାମକ ସଂଗଠନ ପକ୍ଷରୁ ଏହି ଆବେଦନ କରାଯାଇଥିଲା। ତେବେ ପୂର୍ବରୁ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ଵରେ ସୁପ୍ରିମକୋର୍ଟଙ୍କ ଏକ ବୃହତ୍ତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ରାୟ ଦେଇସାରିଥିବାରୁ ପୁଣି ଥରେ ଅନୁରୂପ ପିଟିଶନର ଶୁଣାଣି ହୋଇପାରିବ ନାହିଁ ବୋଲି ଜଷ୍ଟିସ ମିଶ୍ର କହିଛନ୍ତି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories