www.samajalive.in
Monday, December 8, 2025
27.1 C
Bhubaneswar

କମିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ : ଲଗାତାର ଅନେକ ଦିନ ଧରିି ବଢିବା ପରେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ଗତ ତିନିଦିନ ହେଲା ହ୍ରାସ ପାଉଛି । ଆଜି ପେଟ୍ରୋଲ ଦର ୧୩ ପଇସା ଓ ଡିଜେଲ ୧୨ ପଇସା ହ୍ରାସ ପାଇଛି।
ଦେଶରେ ପେଟ୍ରୋଲ୍‌ ଓ ଡିଜେଲ୍‌ ହ୍ରାସ ପାଇବା ପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୮୧ ଟଙ୍କା ୮୬ ପଇସା ଓ ଡିଜେଲ ଲିଟର ପିଛା ୭୨ ଟଙ୍କା ୯୩ ପଇସାକୁ ବୃଦ୍ଧି ପାଇଛି ବୋଲି ଇଣ୍ଡିଆନ ଅଏଲ ପକ୍ଷରୁ ଜାରି ଦର ତାଲିକାରେ କୁହାଯାଇଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଦର ୮୮ ଟଙ୍କା ୫୧ ପଇସା ଓ ଡିଜେଲ ୭୯ ଟଙ୍କା ୪୫ ପଇସାରେ ପହଞ୍ଚିଛି। ତୈଳ ଦର ହ୍ରାସ ପରେ ଓଡ଼ିଶାର ଭୁବନେଶ୍ୱରରେ ପେଟ୍ରୋଲ ଟ.୮୨.୪୧ ଓ ଡିଜେଲ ଟ. ୭୯.୩୫ ରେ ବିକ୍ରି ହେଉଛି । ତେବେ ଭାଟ୍‌ ଅନୁସାରେ ରାଜ୍ୟର ଅନ୍ୟ ଜିଲ୍ଲାରେ ଦରରେ ତାରତମ୍ୟ ଦେଖାଯାଇପାରେ ବୋଲି ଜଣାପଡ଼ିଛି।

Hot this week

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

Related Articles

Popular Categories