www.samajalive.in
Wednesday, December 10, 2025
15.1 C
Bhubaneswar

ବଡ ଝଟକା ; ମହଙ୍ଗା ହେବ ପେଟ୍ରୋଲ, ଡିଜେଲ

ନୂଆଦିଲ୍ଲୀ : ପୁଣି ଗ୍ରାହକଙ୍କ ପାଇଁ ଏକ ବଡ ଝଟକା। ମହଙ୍ଗା ହେବ ପେଟ୍ରୋଲ୍‌ ଓ ଡିଜେଲ ମୂଲ୍ୟ। କେନ୍ଦ୍ର ସରକାର ଉତ୍ପାଦ ଶୁକ୍ଳ ୨ ଟଙ୍କା ବୃଦ୍ଧି କରିବା ପାଇଁ ଘୋଷଣା କରିଛନ୍ତି। ପେଟ୍ରୋଲ୍‌ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହେବା ନେଇ ସୋମବାର ସୂଚନା ମିଳିଛି । ପେଟ୍ରୋଲ୍‌ ଓ ଡିଜେଲ ଲିଟର ପିଛା ୨ ଟଙ୍କା ବୃଦ୍ଧି ପାଇବ।

ଏପ୍ରିଲ ୭ରେ ଏକାଠି ହେଲେ ବୁଧ-ଶନି : ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ କିଏ ହେବେ ମାଲାମାଲ୍‌, କାହାର ଦୂର ହେବ ରୋଗ,ଚିନ୍ତା..

ଦେଖନ୍ତୁ ଭିଡିଓ.. ବିବାହରେ ବରପକ୍ଷଙ୍କୁ ନିସ୍ତୁକ ମାଡ ; ମଣ୍ଡପରେ ଫୁଲ ବଦଳରେ ଖାଲି ଗୋଇଠା, ବିଧା, ଲାଠିମାଡ

- Advertisement -

ଏୟାରଟେଲ୍‌ର ସବୁଠାରୁ ଶସ୍ତା ପ୍ଲାନ୍‌ ; ମାତ୍ର ଏତିକି ଟଙ୍କାରେ ମିଳିବ ଡାଟା ଠାରୁ ଆରମ୍ଭ କରି ଅନେକ ସୁବିଧା

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories