www.samajalive.in
Saturday, December 13, 2025
26.1 C
Bhubaneswar

ବିଜେପି କାର୍ଯ୍ୟାଳୟକୁ ବୋମା ମାଡ଼, ଜଣେ ଗିରଫ

ଚେନ୍ନାଇ: ତାମିଲନାଡ଼ୁର ବିଜେପି ରାଜ୍ୟ କାର୍ଯ୍ୟାଳୟ ଉପରକୁ ବୋମାମାଡ଼ ହୋଇଛି । ବୋମା ମାଡ଼ କରିବା ପରେ ଦୁର୍ବୃତ୍ତ ମାନେ ଫେରାର ହୋଇଯାଇଛନ୍ତି । ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ମାନେ ଏକ ବାଇକରେ ଆସି ବିଜେପି କାର୍ଯ୍ୟାଳୟ ଉପରକୁ ପେଟ୍ରୋଲ ବୋମାମାଡ଼ କରିଥିଲେ । ପରେ ସେଠାରୁ ଖସିଯାଇଥିଲେ । ଏନେଇ ପୁଲିସ ଖବର ପାଇବା ପରେ ତଦନ୍ତ ଆରମ୍ଭ କରିଥିଲା । କାର୍ଯ୍ୟାଳୟ ନିକଟରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରିବା ପରେ ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି । ଗିରଫ ଅଭିଯୁକ୍ତର ନାଁ ବିନୋଦ। ତାହା ସହ ଆଉ କିଛି ଲୋକ ସମ୍ପୃକ୍ତି ଥାଇପାରନ୍ତି ବୋଲି ପୁଲିସ ସନ୍ଦେହ କରିବା ସହ ତାକୁ ପଚରାଉଚରା କରୁଛି । ତେବେ ବିଳମ୍ବିତ ରାତିରେ ଏହି ବୋମାମାଡ଼ ହୋଇଥିବାରୁ କେହି ମୃତାହତ ହୋଇନାହାନ୍ତି ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories