ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୬୦.୯୬% ମତଦାନ

ଡେସ୍କ: ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୧୪ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ୬୦.୯୬% ମତଦାନ ହୋଇଥିବା ନିର୍ବାଚନ ଆୟୋଗ କହିଛନ୍ତି। ଏହି ପର୍ଯ୍ୟାୟରେ ୮୮ଟି ଲୋକସଭା ଆସନ ପାଇଁ ମତଦାନ ହୋଇଥିଲା। ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ବିଭିନ୍ନ ବର୍ଗର ଭୋଟରମାନେ ଉତ୍ସାହର ସହ ଏହି ପ୍ରକ୍ରିୟାରେ ଅଂଶଗ୍ରହଣ କରିଥିଲେ ଓ ମତଦାନ ମୁଖ୍ୟତଃ ଶାନ୍ତିପୂର୍ଣ୍ଣ ରହିଥିଲା। ଗରିବ ଓ ଆଦିବାସୀଙ୍କ ପ୍ରତି ଅନ୍ୟାୟ ହୋଇଛି – ପ୍ରିୟଙ୍କା ଗାନ୍ଧୀ ଭଦ୍ରା କେରଳର ୨୦ଟି ଆସନ, କର୍ଣ୍ଣାଟକର ୧୪ଟି, ରାଜସ୍ଥାନର … Continue reading ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୬୦.୯୬% ମତଦାନ