www.samajalive.in
Sunday, December 7, 2025
15.1 C
Bhubaneswar

କଟକ ଏସସିବି ମେଡିକାଲ କଲେଜରେ ଆରମ୍ଭ ହେବ ପିଏଚଡି ପାଠ୍ୟକ୍ରମ

କଟକ:କଟକ ଏସସିବି ମେଡିକାଲ କଲେଜରେ ଆରମ୍ଭ ହେବ ପିଏଚଡି ପାଠ୍ୟକ୍ରମ। ପ୍ରଥମେ ହେମାଟୋଲୋଜି ବିଭାଗକୁ ସେଣ୍ଟର ଫର ଏକ୍ସିଲାନସି ର ମାନ୍ୟତା ଦିଆଯାଇ ପିଏଚଡି ପାଠ୍ୟକ୍ରମ ଆରମ୍ଭ କରାଯିବାକୁ ଘୋଷଣା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ । ଏସସିବି ପରିସରରେ ୧୪ତମ ହେମାଟୋଲୋଜି କଂଗ୍ରେସ ର କାର୍ଯ୍ୟକ୍ରମ ରେ ଯୋଗ ଦେଇ ଏହି ଘୋଷଣା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ଏଭଳି ପିଏଚଡି ପାଠ୍ୟକ୍ରମରେ ଏହା ଓଡିଶାର ପ୍ରଥମ ପିଏଚଡି କାର୍ଯ୍ୟକ୍ରମ। ଏ ନେଇ ଓଡିଶା ସ୍ବାସ୍ଥ୍ୟ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ମାନସ ସାହୁ ଏକ ସମ୍ମାନଜନକ ପ୍ରମାଣ ପତ୍ର ବିଭାଗୀୟ ମୁଖ୍ୟଙ୍କୁ ପ୍ରଦାନ କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories