www.samajalive.in
Saturday, December 6, 2025
14.1 C
Bhubaneswar

ଫିଲିଫାଇନ୍ସରେ ଡଙ୍ଗାବୁଡି ୩୦ ମୃତ

ନୂଆଦିଲ୍ଲୀ : ଫିଲିଫାଇନ୍ସରେ ଘଟି ଯାଇଛି ଏକ ଅଘଟଣ। ଫିଲିଫାଇନ୍ସରେ ଏକ ହ୍ରଦରେ ଡଙ୍ଗାବୁଡି ୩୦ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ଏହି ଘଟଣାରେ ୪୦ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।ହଠାତ୍‌‌ ଜୋରରେ ପବନ ହେବାରୁ ମୋଟର ଡଙ୍ଗାଟି ଓଲଟି ପଡିଥିଲା ବୋଲି ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories