www.samajalive.in
Friday, December 12, 2025
15.1 C
Bhubaneswar

ଫଟୋଗ୍ରାଫର ସଂଘର ବନ୍ଧୁମିଳନ

ଚୌଦ୍ୱାର :  ଚୌଦ୍ୱାର ଫଟୋଗ୍ରାଫର ଏସୋସିଏସନର ଏକ ବନ୍ଧୁମିଳନ ଗାନ୍ଧୀଛକସ୍ଥିତ ଅଭିରାମ ଆଶ୍ରମ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସଭାପତି ସତ୍ୟବ୍ରତ ଦାସଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଡ. ପ୍ରଭାତ ରଞ୍ଜନ ବିଶ୍ୱାଳ ଅତିଥି ଭାବେ ଯୋଗଦେଇ ସମସ୍ତ ଫଟୋଗ୍ରାଫର ଗଠନ ମୂଳକ ଭାବେ କାର୍ଯ୍ୟକରି ସମାଜର ବିକାଶ ଧାରାରେ ସାମିଲ ହେବାକୁ ପରାମର୍ଶ ଦେଇଥିଲେ । ଓଡ଼ିଶା ଫଟୋଗ୍ରାଫର ମହାସଂଘର ଶିଶିର କୁମାର ନାୟକ, ଅବିନାସ ପାତ୍ର, ପୂର୍ବତନ ନଗରପାଳ ପ୍ରେମଚାନ୍ଦ ନାୟକ, ଜାଭେଦ ଅହମ୍ମଦ,ପ୍ରକାଶ ମାଝୀ,ସୁଶାନ୍ତ ଦାସ, ରମେଶ ମହାପାତ୍ର, ଗୋକୁଳାନନ୍ଦ ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସଂଗଠନ ତରଫରୁ ଅତିଥି ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଆସନ୍ତା ନଭେମ୍ବର ୪ ଓ ୫ତାରିଖରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁଥିବା ଓଡ଼ିଶା ଫଟୋ ପ୍ରଦର୍ଶନୀକୁ ସଫଳ କରିବାପାଇଁ ସମସ୍ତ ଫଟୋଗ୍ରାଫର ସହଯୋଗ କରିବାକୁ ସଭାପତି ଶ୍ରୀ ଦାସ ଅନୁରୋଧ କରିଥିଲେ। ସମ୍ପାଦକ ଆଲୋକ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories