www.samajalive.in
Tuesday, December 9, 2025
17.1 C
Bhubaneswar

ଗାଁ ସାଥୀମାନଙ୍କୁ ପରିଚୟ ପତ୍ର ପ୍ରଦାନ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ସ୍ଥିତ ଆରାବାକା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ସଭାଗୃହ ଠାରେ ଗାଁ ସାଥୀମାନଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇଛି । ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଚକାପାଦ ବ୍ଲକ ଅଧ୍ୟକ୍ଷା ବୈନେତ୍ରୀ କହଁର ଉପାଧ୍ୟାକ୍ଷ ସୋମନାଥ ବେହେରା ପ୍ରମୁଖ ଉପସ୍ଥିତ ଥିବା ବେଳେ ଚକାପାଦ ଗୋଷ୍ଟୀ ଉନ୍ନୟନ ଅଧିକାରୀ ଅନିଲ କୁମାର ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ଏପିଓ ନବନିତା ପ୍ରିୟଦର୍ଶନୀ ତ୍ରିପାଠୀ, ଚକାପାଦ ବ୍ଲକ ଗାଁ ସାଥୀ ସଂଘ ସଭାପତି ମନୋଜ ଦିଗାଲ, କନ୍ଧମାଳ ଜିଲ୍ଲା ଗାଁ ସାଥୀ ସଂଘ ସମ୍ପାଦକ ବିପିନ କୁମାର ଦିଗାଲ ପ୍ରମୁଖ ଉପସ୍ଥିତ ଥିବାବେଳେ ଚକାପାଦ ବ୍ଲକର ସମସ୍ତ ପଞ୍ଚାୟତର ଗାଁ ସାଥୀ ମାନଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories