www.samajalive.in
Sunday, December 7, 2025
23.1 C
Bhubaneswar

ଭାଙ୍ଗିଲେ ସ୍କୁଲ ଓ ଅଙ୍ଗନୱାନି କେନ୍ଦ୍ରର ତାଲା; ଚୋରି କରିନେଲେ ୭ବସ୍ତା ଚାଉଳ

ଫୁଲବାଣୀ: କନ୍ଧମାଳ ଜିଲା ଚକାପାଦ ବ୍ଳକ ଅନ୍ତର୍ଗତ ପସରା ପଂଚାୟତର ପଖାଳଖିଆ ସରକାରୀ ପ୍ରାଥମିକ ବିଦ୍ୟାଳୟ ଓ ଅଙ୍ଗନୱାଡି କେନ୍ଦ୍ରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଦୁର୍ବୃତ୍ତ ମାନେ ତାଲାଭାଙ୍ଗି ୭ବସ୍ତା ଚାଉଳ ସହିତ ଅନ୍ୟ କିଛି ସାମଗ୍ରୀ ଚୋରି କରିଥିବା ନେଇ ବିଦ୍ୟାଳୟ ପକ୍ଷରୁ ସ୍ଥାନୀୟ ଥାନାରେ ଏକ ଏତଲା ଦିଆଯାଇଛି । ଏନେଇ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କର୍ତ୍ତୃପକ୍ଷ ମଧ୍ୟ ନିଜ ନିଜ ବିଭାଗୀୟ ଅଧିକାରୀଙ୍କୁ ଲିଖିତ ଭାବେ ଅବଗତ କରିଛନ୍ତି । ଏନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି । ଏହି ଚୋରି ଘଟଣା ସଂପୃକ୍ତ ଗ୍ରାମରେ ଆଲୋଚନାର ବିଷୟ ହୋଇଛି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories