www.samajalive.in
Saturday, December 6, 2025
14.1 C
Bhubaneswar

ଜିଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି

ଫୁଲବାଣୀ:ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହ ଠାରେ ଜିଲା ସ୍ତରୀୟ ଯୁୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୦ଟି ଅଭିଯୋଗ ଶୁଣାଣି କରାଯାଇଥିବା ବେଳେ ୫୧ ଟି ବ୍ୟକ୍ତିଗତ ଏବଂ ୯ ଗୋଟି ଗୋଷ୍ଠିଗତ ଅଭିଯୋଗ ଶୁଣାଣି ସହିତ ୧୦ଜଣ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ ଏବଂ ରେଡ଼୍ କ୍ରସ ପକ୍ଷରୁ ୮୦ ହଜାର ଟଙ୍କା ପ୍ରଦାନ ପାଇଁ ଜିଲାପାଳ ସୁପାରିଶ୍ କରିଥିଲେ।

ଅନୁଷ୍ଠିତ ଅଭିଯୋଗ ଶିବିରରେ ଜିଲାପାଳ ଅମ୍ରିତ୍ ଋତୁରାଜ , କନ୍ଧମାଳ ଏସ୍.ପି ହରିଶ୍ ବି.ସି ଏବଂ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମ୍ଭୁନାଥ ନନ୍ଦୀଙ୍କ ସମେତ ସମସ୍ତ ଜିଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories