www.samajalive.in
Tuesday, December 9, 2025
16.1 C
Bhubaneswar

ଜଣେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ଫୁଲବାଣୀ : କନ୍ଧମାଳ ପୁଲିସ ନିକଟରେ ବୁଧବାର ଜଣେ  ମହିଳା ମାଓବାଦୀ ଆତ୍ମସମର୍ପଣ କରିଥିବା ଜଣା ପଡ଼ିଛି। ଘୁମୁସର ଏରିଆ କମିଟି ବିଜିଏନ ଡିଭିଜନର ମହିଳା କ୍ୟାଡରର ଭାବେ କାର୍ଯ୍ୟ କରୁଥିଲେ। ସେ ୩ଟି ବଡ଼ ଧରଣର ମାଓ କାର୍ଯ୍ୟକଳାପରେ ସାମିଲଥିବା  ଥିବା ସୂଚନା ମିଳିଛି ।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories