www.samajalive.in
Saturday, December 6, 2025
26.1 C
Bhubaneswar

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ: ଓଡ଼ିଆ ବିଭାଗ ଦ୍ୱାରା ଆଲୋଚନାଚକ୍ର

ଫୁଲବାଣି: ଓଡ଼ିଆ ବିଭାଗ ଦ୍ୱାରା ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିବା ଆଲୋଚନାର ବିଷୟ ଥିଲା “ଆଧୁନିକ ଓଡ଼ିଆ କବିତାରେ ଲୋକ ସଂସ୍କୃତି” ଏଥିରେ କଲେଜ ଅଧ୍ୟକ୍ଷ ପ୍ରଫେସର ରଂଜନ କୁମାର ମହାଲିକ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ। ମୁଖ୍ୟ ବକ୍ତା ଭାବରେ କଳିଙ୍ଗ ମହାବିଦ୍ୟାଳୟ ଜି.ଉଦୟଗିରର ପ୍ରାଧ୍ୟାପକ ଡକ୍ଟର ନଳିନୀ ପାଣିଗ୍ରାହୀ ଯୋଗଦାନ କରିଥିଲେ। ବିଭାଗୀୟ ମୁଖ୍ୟ ଶ୍ରୀମତୀ ମଧୁସ୍ମିତା ମହାପାତ୍ର ସଭା କାର୍ୟ୍ୟକ୍ରମ ପରିଚାଳନା କରିଥିଲେ। ସମ୍ମାନିତ ଅତିଥି ଭାବରେ ଆଇକ୍ୟୁଏସି(IQAC)ର ମୁଖ୍ୟ ଡକ୍ଟର ସୁଦର୍ଶନ ସାହୁ, ପରୀକ୍ଷା ପରିଚାଳନା ମୁଖ୍ୟ ଡକ୍ଟର ପଞ୍ଚାନନ ବେହେରା ପ୍ରମୁଖ କାର୍ୟ୍ୟକ୍ରମରେ ଯୋଗଦାନ କରିଥିଲେ। ଓଡ଼ିଆ ବିଭାଗର ଅଧ୍ୟାପକ ମନୋଜ ମଲ୍ଲିକ, ମନୋରଞ୍ଜନ କହ୍ନର ପ୍ରମୁଖ ଉପସ୍ଥିତ ରହିଥିଲେ। ଅଧ୍ୟାପକ ସଦାନନ୍ଦ ଦତ୍ତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories