www.samajalive.in
Sunday, December 7, 2025
23.1 C
Bhubaneswar

ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଫୁଲବାଣୀ: ଫୁଲବାଣୀ ଜିଲ୍ଳା ପିଅନପଡା ସ୍ଥିତ କାଳୀ ମନ୍ଦିର ସାହିରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବତୀ ଜଣକ ଲଳିତ ମୋହନ ରଥଙ୍କ ଝିଅ ନିଶାରାଣୀ ବୋଲି ଜଣାପଡିଛି।ସୂଚନା ଅନୁଯାୟୀ, ଗୁରୁବାର ସନ୍ଧ୍ୟାରେ ନିଶାରାଣୀ ବେକରେ ଓଢଣୀ ଦେଇ ଘର ଭିତରେ ଝୁଲୁଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ। ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଟାଉନ ଥାନା ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories