www.samajalive.in
Wednesday, December 10, 2025
18.1 C
Bhubaneswar

ଲକ୍ଷ୍ମୀ ନୃସିଂହ ଠାକୁରଙ୍କ ଚନ୍ଦନ ଯାତ୍ରା ଆରମ୍ଭ, କଳସ ଶୋଭାଯାତ୍ରା

ଫୁଲବାଣୀ: ରିଙ୍ଗିପଡା ଯାତ୍ରା ପରିଚାଳନା କମିଟି ପକ୍ଷରୁ ଲକ୍ଷ୍ମୀ ନୃସିଂହ ଠାକୁରଙ୍କର  ଜନ୍ମ ଚତୁର୍ଦ୍ଦଶୀ ପାଳିତ ହୋଇଯାଇଛି। ଏହି ଅବସରରେ ୨୫ତମ ଚନ୍ଦନ ଯାତ୍ରା ଜିରିଙ୍ଗିପଡା ଲକ୍ଷ୍ମୀ ନୃସିଂହ ମନ୍ଦିର ଯାତ୍ରା ପଡ଼ିଆରେ ଶୁଭାରମ୍ଭ ହୋଇଛି। ଏହି ଯାତ୍ରା ଜୁନ ମାସ ୭ ରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଯାତ୍ରା ପରିଚାଳନା କମିଟି ସଭାପତି ପାର୍ଥ ସାରଥୀ ବିଶ୍ୱାଳ ସୂଚନା ଦେଇଛନ୍ତି।

 

ଉକ୍ତ କାର୍ଯ୍ୟକ୍ରମରେ ଗ୍ରାମ କମିଟି ସଭାପତି ସୁଜିତ ବେହେରା, ଯାତ୍ରା ପରିଚାଳନା କମିଟି କାର୍ଯ୍ୟକାରୀ କମିଟି ସଭାପତି କରମ ବେହେରା, ଉପ ସଭାପତି ପାଞ୍ଚିଲ ବେହେରା, ସାଧାରଣ ସମ୍ପାଦକ ଦାରୁଣ କୁମାର ବେହେରା, ସମ୍ପାଦକ ବୈଦ୍ୟନାଥ ନାୟକ, ସାଂସ୍କୃତିକ ସମ୍ପାଦକ ବାବୁଲା ବେହେରା, ସହ ସମ୍ପାଦକ ମନୋଜ କୁମାର ବେହେରା, କୋଷାଧ୍ୟକ୍ଷ ଲଳିତ କୁମାର ବେହେରା, ସାଙ୍ଗଠନିକ ସମ୍ପାଦକ ମନୋଜ କହଁର, ଉପଦେଷ୍ଟା ପଙ୍କଜ କୁମାର ବେହେରା, ଦିନେଶ ବେହେରା, ବିକ୍ରମ ବେହେରା, ପାୟେଲ ବେହେରା, ଶିବଶଙ୍କର ବେହେରା, ବଳଦେବ ବେହେରାଙ୍କ ସମେତ କାର୍ଯ୍ୟକାରୀ କମିଟି ସଦସ୍ୟ ନିରଞ୍ଜନ ନାୟକ, ବିକାଶ କହଁର ଏବଂ ମହିଳା ବାହିନୀ ଉପ ସଭାପତି ନିବେଦିତା ବେହେରା, ସାଧାରଣ ସମ୍ପାଦିକା ସୂର୍ଯ୍ୟକାନ୍ତି ନାୟକ, ସମ୍ପାଦିକା ମାମୀ ନାୟକ, ସାଙ୍ଗଠନିକ ସମ୍ପାଦିକା ବବିତା ନାୟକ ପ୍ରମୁଖ ସାମିଲ ହୋଇଥିଲେ।

 

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories