www.samajalive.in
Friday, December 5, 2025
27.1 C
Bhubaneswar

ଦୋକାନ ଭାଙ୍ଗି ଲୁଟିନେଲେ ୨୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସାମଗ୍ରୀ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ମଜୁରିବିଡା ମୁଖ୍ୟ ରାସ୍ତା କଡରେ ଥିବା ଏକ  ଘରୋଇ କିରାଣୀ ଦୋକାନରୁ ଲୁଟ୍ ହୋଇଛି। ଦୁର୍ବୁତ୍ତ ମାନେ ଦୋକାନର ଲୁହା ଗ୍ରୀଲ ଭାଙ୍ଗି ଘରେ ଶୋଇଥିବା ଲୋକଙ୍କୁ ନିଶା ସ୍ପ୍ରେ ଦେଇ ଆଲମିରାରୁ ସୁନା ଅଳଙ୍କାର ଏବଂ ଟଙ୍କା ଲୁଟି ନେଇଛନ୍ତି। ଏପରିକି ଦୋକାନରେ ଲାଗିଥିବା ସିସି କ୍ୟାମେରା, ହାର୍ଡ ଡିସ୍କ ଏବଂ ମୂଲ୍ୟବାନ ସମାଗ୍ରୀ ଚୋରି କରିନେଇଥିବା ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଦୋକାନ ମାଲିକ। ଚୋରି ସାମଗ୍ରୀର ମୂଲ୍ୟ ପ୍ରାୟ ୨୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ପରିବାର ପକ୍ଷରୁ କୁହାଯାଇଛି। ପୁଲିସ ଏକ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories