www.samajalive.in
Thursday, December 11, 2025
26.1 C
Bhubaneswar

ରୁଦ୍ରପ୍ରସାଦ ହେଲେ କନ୍ଧମାଳ ଏବିଭିପି ଜିଲ୍ଲା ସଂଯୋଜକ

ଫୁଲବାଣୀ: ବାଣୀକ୍ଷେତ୍ର ଜଗତସିଂହପୁର ଠାରେ ତିନି ଦିନ ଧରି ଅନୁଷ୍ଠିତ ହେଇଥିବା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଓଡିଶା ପ୍ରାନ୍ତର ପ୍ରାନ୍ତ ଅଭ୍ୟାସ ବର୍ଗ ଅନୁଷ୍ଠିତ ହେଇଯାଇଛି। ଏହି ବର୍ଗରେ ସାଙ୍ଗଠନିକ ଦାୟିତ୍ୱ ଘୋଷଣା କରାଯାଇଛି। କନ୍ଧମାଳ ଜିଲ୍ଲା ପାଇଁ ଛାତ୍ର ନେତା ରୁଦ୍ରପ୍ରସାଦ ସେଠୀଙ୍କୁ କନ୍ଧମାଳ ଜିଲ୍ଲାର ସଂଯୋଜକ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ରାଜନନ୍ଦିନୀ ସାହାଣୀଙ୍କୁ କନ୍ଧମାଳ ଜିଲ୍ଲା ସହ ସଂଯୋଜିକା, ଦିବ୍ୟରଞ୍ଜନ ଡାକୁଆଙ୍କୁ ବିଭାଗ ଏସଏଫଏସ ପ୍ରମୁଖ ଏବଂ କନ୍ଧମାଳ ଜିଲ୍ଲାର ଛାତ୍ର ନେତା ଶିବାଶିଷ ପଣ୍ଡାଙ୍କୁ ପୁନଃ ଜିଲ୍ଲା ପ୍ରମୁଖ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories