www.samajalive.in
Saturday, December 6, 2025
26.1 C
Bhubaneswar

ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଘଂର ଯୋଜନା ଓ ସମନ୍ୱୟ ବୈଠକ

ଫୁଲବାଣୀ :ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଂଘର ନବ ନିର୍ବାଚିତ କାର୍ଯ୍ୟ କାରିଣୀ ସଦସ୍ୟ ଓ ସଦସ୍ୟାଙ୍କ ପ୍ରଥମ ବୈଠକ ରାମ ଚନ୍ଦ୍ର ଦାସଙ୍କ ଅଧକ୍ଷତାରେ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକାରିଣୀ ବୈଠକରେ ଆଗାମି ତିନି ବର୍ଷ ପାଇଁ ମହାସଂଘର ଯୋଜନା ପ୍ରସ୍ତୁତ ହୋଇଥିବାବେଳେ କିପରି ସାମାଜିକ ଅନୁଷ୍ଠାନ ମଧ୍ୟରେ ସମନ୍ୱୟ ରଖି କନ୍ଧମାଳ ଜିଲାର ବିକାଶ ହୋଇପାରିବ ସେ ସମ୍ପର୍କରେ ଆଲୋଚନା ହୋଇଥିଲା। ମହାସଂଘର ଉପାଧ୍ୟକ୍ଷା ସାବିତ୍ରୀ ଦେବୀ, କୋଷାଧ୍ୟକ୍ଷ ପଞ୍ଚାନନ ମିଶ୍ରଙ୍କ ସମେତ କାର୍ଯ୍ୟକାରି ସଦସ୍ୟ ଓ ସଦସ୍ୟା ଅଶୋକ ପ୍ରଧାନ, ଚନ୍ଦ୍ରକାନ୍ତ ନାୟକ, ବରଦା ପ୍ରସନ ନାୟକ ବୈଠକରେ ନିଜସ୍ୱ ଅଞ୍ଚଳର ବିକାଶ ଦିଗରେ ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଂଘର ସଦସ୍ୟ ଅନୁଷ୍ଠାନ କିପରି ମାର୍ଗଦର୍ଶନ କରିବ ସେ ସମ୍ପର୍କରେ ଆଲୋଚନା କରିଥିଲେ। ଆସନ୍ତା ଜୁଲାଇ ମାସରେ ହେବାକୁ ଥିବା ସାଧାରଣ ସଭାରେ ଏକ ପୂର୍ଣ୍ଣାଙ୍ଗ ସାଙ୍ଗଠନିକ ବ୍ୟବସ୍ଥା କରିବା ପାଇଁ ସମସ୍ତଙ୍କର ସହଯୋଗ ଲୋଡ଼ିଥିଲେ। ଆବାହକ ଇଂ.ହରିଶଙ୍କର ରାଉତ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ କୈଳାସ ଦଣ୍ଡପାଟ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ କୈଳାଶ ଦଣ୍ଡପାଟ ଓ କେଶମତି ପ୍ରଧାନଙ୍କ ସମେତ ସମସ୍ତ ସଭ୍ୟସଭ୍ୟା ନୂତନ ଜିଲ୍ଲାପାଳଙ୍କୁ ସୌଜନ ମୂଳକ ସାକ୍ଷାତ କରିଥିଲେ।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories