www.samajalive.in
Monday, December 15, 2025
15.1 C
Bhubaneswar

ଡାକ ଘରେ ମିଳୁଛି ଜାତୀୟ ପତାକା

ଫୁଲବାଣୀ :ଫୁଲବାଣୀ ସ୍ଥିତ ମୁଖ୍ୟ ଡାକଘରେ ସ୍ୱାଧୀନତାର ୭୫ ତମ ଆଜାଦୀ କି ଅମୃତ ମହୋତ୍ସବ ଅବସରରେ ‘ହର ଘର ମେ ତ୍ରିରଙ୍ଗା’ କାର୍ଯ୍ୟକ୍ରମକୁ ସଫଳ କରିବା ଉଦେଶ୍ୟରେ କମ ମୂଲ୍ୟରେ ଜାତୀୟ ପତାକା ବିକ୍ରୟ ଆରମ୍ଭ ହୋଇଛି। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଫୁଲବାଣୀ ମ୍ୟୁନିସିପାଲିଟି ପୌରାଧ୍ୟାକ୍ଷା ଶ୍ରୀମତୀ ସ୍ମିତାରାଣୀ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଆଜିଠାରୁ ପ୍ରତ୍ୟେକ ଡାକଘରେ ମାତ୍ର ୨୫ ଟଙ୍କା ମୂଲ୍ୟରେ ମିଳିବ ବୋଲି ଡାକ ବିଭାଗ ମଣ୍ଡଳ ଅଧିକ୍ଷକ ସୁଧାଂଶୁ ଶେଖର ପାଢ଼ୀ କହିଛନ୍ତି। ଉଦଘାଟନୀ ଉତ୍ସବରେ ସମସ୍ତ ଡାକ ବିଭାଗ ଅଧିକାରୀ, କର୍ମଚାରୀ ଓ ସ୍ଥାନୀୟ ଲୋକେ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories