www.samajalive.in
Sunday, December 14, 2025
23.1 C
Bhubaneswar

ସେବାଶ୍ରମ ସ୍କୁଲରେ ଛାତ୍ର ଛାତ୍ରୀଙ୍କୁ ପୋଷାକ ବିତରଣ

ଫୁଲବାଣୀ:କନ୍ଧମାଳ ଜିଲା ଖଜୁରିପଡ଼ା ଦୁତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ୍ରି ସରକାରୀ ସେବାଶ୍ରମ ସ୍କୁଲରେ ଜିଲା ମଙ୍ଗଳ ଅଧିକାରୀ ସୀମାଞ୍ଚଳ ବେହେରାଙ୍କ ନିର୍ଦେଶ କ୍ରମେ ଛାତ୍ରଛାତ୍ରୀମାନଙ୍କୁ ପ୍ରଧାନ ଶିକ୍ଷକ କୁମାର ଚନ୍ଦ୍ର ପାଢ଼ୀଙ୍କ ନେତୃତ୍ୱରେ ପୋଷାକ ବଣ୍ଟନ କାର୍ୟ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି । ଏହି କାର୍ଯ୍ୟକ୍ରମରେ ଦୁତିମେଣ୍ଡି ପଞ୍ଚାୟତର ସରପଞ୍ଚ ଦମୟନ୍ତି ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍କୁଲର ସଭାପତି ଚତୁର୍ଭୁଜ ମଲ୍ଲିକ ଓ ପିତାମ୍ବର କହଁର ଯୋଗ ଦେଇଥିଲେ। ସ୍କୁଲ କର୍ମଚାରୀ ସନ୍ଧ୍ୟାରିଣୀ ମହାପାତ୍ର, ବୈଦ୍ୟନାଥ ପାଟ ଯୋଶୀ, ରୋହିତ ବେହେରା, ସୁକାନ୍ତ ସାହୁ, ଋତୁପୂର୍ଣା ରଥ, ସ୍ନିଗ୍ଧା ରାଣୀ ବେହେରା, ସ୍ୱାତିତନ୍ମୟା ପଣ୍ଡା ପ୍ରମୁଖ ପୋଷାକ ବିତରଣରେ ସହଯୋଗ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପୋଷାକ ଗ୍ରହଣ କରିବା ପରେ ଉତ୍ସାହ ଦେଖିବାବାକୁ ମିଳିଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories