www.samajalive.in
Sunday, December 14, 2025
17.1 C
Bhubaneswar

ରାଜୀବ ଗାନ୍ଧୀଙ୍କ ୭୮ତମ ଜୟନ୍ତୀ ପାଳନ

ଫୁଲବାଣୀ: କନ୍ଧମାଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଆଜି ଭୂତପୂର୍ବ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୮ତମ ଜୟନ୍ତୀ ପାଳନ କରାଯାଇଛି। ଜିଲ୍ଲା ସଭାପତି ଅନାମ ନାୟକଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ନେତାଜୀ କ୍ଲବ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଦଳୀୟ ନେତା ଓ କର୍ମୀ ମାନେ ରାଜୀବ ଗାନ୍ଧୀଙ୍କ ଫୋଟୋଚିତ୍ରରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏ ଅବସରରେ ଦେଶ ପ୍ରତି ରାଜୀବଙ୍କ ଅତୁଳନୀୟ ଅବଦାନକୁ ମନେ ପକାଇଥିଲେ ଦଳୀୟ ନେତା। କାର୍ଯ୍ୟକ୍ରମରେ ନଗର କଂଗ୍ରେସ ସଭାପତି ଶିବଶଙ୍କର ବେହେରା, ଏଆଇସିସି ସଦସ୍ୟ ଘନ କୁମାର ଶବର, ବରିଷ୍ଠ ନେତା ବିଜୟ ମହାନ୍ତି, ହେମନ୍ତ କର, ସୂର୍ଯ୍ୟକାନ୍ତ ଦାଶ, ବଳଦେବ ବେହେରା, ଗୌରଚରଣ ବେହେରା, ସଂସାର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories