www.samajalive.in
Monday, December 15, 2025
17.1 C
Bhubaneswar

କାର ସହ ୪୧ କିଲୋ ଗଞ୍ଜେଇ ଜବତ

ଫୁଲବାଣୀ:କନ୍ଧମାଳ ଜିଲା ଗୋଛାପଡା ପୋଲିସ ଲୁଇସିଂ ପଞ୍ଚାୟତ ଭାଟୁଲି ଗ୍ରାମ ନିକଟ ସୁଟାଣି ଘାଟିରେ ଗୋଟିଏ କାର ସହିତ ୪୧ କିଲୋ ଗଞ୍ଜେଇ ଜବତ ହୋଇଛି। ଅପରପକ୍ଷରେ ଅଭିଯୁକ୍ତମାନେ ଘଟଣା ସ୍ଥଳରୁ ଫେରାର ହେବାରେ ସକ୍ଷମ ହୋଇଛନ୍ତି। ଏ ନେଇ ଗୋଛାପଡା ଥାନାରେ କେସ୍ ନମ୍ବର ୧୦୨/୨୨ରେ ଏକ ମାମଲା ରୁଜୁ କରାଯାଇଛି ଏବଂ ଏହାର ଅଧିକ ଅନୁସନ୍ଧାନ ଜାରି ରହିଛି ବୋଲି ଥାନା ଅଧିକାରୀ ରଞ୍ଜିତ କୁମାର ମୁନି ସୂଚନା ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories