www.samajalive.in
Sunday, December 14, 2025
15.1 C
Bhubaneswar

କଲେଜ ପରିସରରେ ଚାରା ରୋପଣ

ଫୁଲବାଣୀ:ଆଜି କନ୍ଧମାଳ ଜିଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ଫୁଲବାଣୀ ପୌରପରିସଦର ୯ ନମ୍ବର କେବି ହିଷ୍ଟ କଲେଜ ପରିସରରେ ଚାରା ରୋପଣ କାର୍ୟ୍ୟକ୍ରମ କରାଯାଇଛି। ଏଥିରେ ଜିଲା ସଭାପତି ସରୋଜ କର୍ଣ୍ଣ, ବିଜୁ ଯୁବ ଜନତାଦଳ ସଭାପତି ବିଷ୍ଣୁ ଚରଣ ମଲ୍ଲିକ, ଯୁବ ନଗର ସଭାପତି ପାର୍ଥ ବିଶ୍ୱାଳ, ଛାତ୍ର ନଗର ସଭାପତି ସନ୍ଦୀପ ମହାନ୍ତି, ୧୩ ନମ୍ବର ୱାର୍ଡ କାଉନସିଲ ମାଧବୀ ମିଶ୍ର, ୮ ନମ୍ବର ରାଜେନ୍ଦ୍ର ପାଢ଼ୀ, ୪ନମ୍ବର ତ୍ରିଲୋଚନ କଁହର, ୩ ନମ୍ବର ବିରଜା କଁହର ଏବଂ ଯୁବ ଜନତା ଓ ଛାତ୍ର ଜନତା ଦଳର ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories