www.samajalive.in
Monday, December 8, 2025
20.1 C
Bhubaneswar

ଓଡିଶା ହକି ଚମ୍ପିୟାନସିପ ପ୍ରତିଯୋଗିତାରେ ଭାଗ ନେବ କନ୍ଧମାଳ ଟିମ

ଫୁଲବାଣୀ: କନ୍ଧମାଳ ଜିଲାର ପୁରୁଷ ହକି ଟିମ ଓଡିଶା ହକି ଚମ୍ପିୟାନସିପ ପ୍ରତିଯୋଗିତାରେ ଭାଗ ନେବ। ଏଥିପାଇଁ ନକୁଳ ପ୍ରଧାନଙ୍କ ନେତୃତ୍ୱରେ ୧୬ ଜଣ ସଦ୍ୟସ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି । କୋଚ ଭାବରେ ସାମନ୍ତ ବିଶୋଇ ଓ ମ୍ୟାନେଜେର ଭାବରେ ସିଦ୍ଧାନ୍ତ କୁମାର ପ୍ରଧାନ ଦଳ ସହ ଯାତ୍ରା କରିଛନ୍ତି । ଜିଲା କ୍ରୀଡ଼ା ଅଧିକାରୀ ଜିତେନ୍ଦ୍ର କୁମାର ମହାକୁଡ଼, ଆଶାରାମ ହାଁସଦା ଧନୁତିର ପ୍ରଶିକ୍ଷକ, ଫୂଟବଲ ପ୍ରଶିକ୍ଷକ ଯୋଶପାଲ ଉର୍ମା, ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହ କର୍ମୀ ସତ୍ୟବାନ ଦଳବେହେରା ପ୍ରମୁଖ ଖେଳାଳିମାନଙ୍କୁ ପ୍ରତିଯୋଗୀତାରେ ଶ୍ରେଷ୍ଠ ପ୍ରଦର୍ଶନ କରି ଚାମିୟାନ ହେବା ପାଇଁ ଉତ୍ସାହିତ କରିଥିଲେ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories